Numbers 23:17 — Compare Translations
5 translations compared side by side
Odia - 1840
"ତହୁଁ ସେ ବାଲାକ୍ ନିକଟକୁ ଫରେିଆସିଲେ ଏବଂ ତାକୁ ନିଜର ୟଜ୍ଞବଦେୀ ନିକଟରେ ଛିଡା ହାଇେଥିବାର ଦେଖିଲେ। ମାୟୋବର କୁଳୀନମାନେ ମଧ୍ଯ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କ'ଣ କହିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ । ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ବାଲାକ୍ ନିକଟକୁ ଫେରି ଆସିଲେ ଏବଂ ତାକୁ ନିଜର ଯଜ୍ଞବେଦି ନିକଟରେ ଛିଡ଼ା ହୋଇଥିବାର ଦେଖିଲେ। ମୋୟାବର କୁଳୀନମାନେ ମଧ୍ୟ ତାଙ୍କ ସହିତ ଥିଲେ। ବାଲାକ୍ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କ’ଣ କହିଲେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି?