Numbers 23:18 — Compare Translations
5 translations compared side by side
Odia - 1840
"ତା'ପରେ ବିଲିଯମ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମଙ୍କ ଦ୍ୱିତୀୟବାର୍ତ୍ତା ତା’ପରେ ବିଲିୟମ କହିଲେ, “ହେ ବାଲାକ୍, ଉଠ ଏବଂ ମୋ’ କଥା ଶୁଣ, ହେ ସିପ୍ପୋରର ପୁତ୍ର, ଦୟାକରି ମୋ’ କଥାକୁ ତୁମ୍ଭର କର୍ଣ୍ଣ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”