Numbers 23:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?