Numbers 23:2 — Compare Translations
5 translations compared side by side
Odia - 1840
"ବାଲାକ୍ ବିଲିଯମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିଯମ ପ୍ରେତ୍ୟକକ ୟଜ୍ଞବଦେୀ ରେ ଏକ ଏକ ଗୋବତ୍ସ ଓ ଏକ ଏକ ମଷେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବାଲାକ ବିଲୀୟମର କଥାନୁସାରେ କଲେ; ପୁଣି ବାଲାକ ଓ ବିଲୀୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲାକ୍ ବିଲିୟମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିୟମ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।