Numbers 23:20 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ ମାେତେ ଆଶୀର୍ବାଦ କରିବାକୁ ଆଜ୍ଞା ଦଇେଛନ୍ତି। ସେ ନିଜେ ମଧ୍ଯ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ ମୋତେ ଆଶୀର୍ବାଦ କରିବାକୁ ଆଜ୍ଞା ଦେଇଛନ୍ତି। ସେ ନିଜେ ମଧ୍ୟ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନ ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।