Numbers 23:21 — Compare Translations
5 translations compared side by side
Odia - 1840
"ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇଶ୍ରାୟେଲ ମଧିଅରେ ପାପ ଦେଖି ନାହାଁନ୍ତି। ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେ ସହିତ ଅଛନ୍ତି। ସମାନଙ୍କେ ରାଜାଙ୍କର ଜଯଧ୍ବନୀ ସମାନଙ୍କେ ମଧିଅରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ଵର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ରାଜାର ଜୟଧ୍ଵନି ସେମାନଙ୍କ ମଧ୍ୟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।