Numbers 23:22 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣି ଅଛନ୍ତି। ସମାନଙ୍କେର ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ତୁଲ୍ୟ ସେମାନଙ୍କର ବଳ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣି ଅଛନ୍ତି। ସେମାନେ ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।