Numbers 23:24 — Compare Translations
5 translations compared side by side
Odia - 1840
"ଦେଖ ସହେି ଲୋକମାନେ ସିଂହ ବିକ୍ରମ ରେ ଲଢୁଛନ୍ତି। ସମାନେେ ସିଂହ ପରି ଉଠୁଛନ୍ତି। ଯେ ପର୍ୟ୍ଯନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ୟ୍ଯନ୍ତ ଶଯନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ ସେହି ଲୋକମାନେ ସିଂହ ବିକ୍ରମରେ ଲଢ଼ୁଛନ୍ତି। ସେମାନେ ସିଂହ ପରି ଉଠୁଛନ୍ତି। ଯେପର୍ଯ୍ୟନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ଯ୍ୟନ୍ତ ଶୟନ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।