Numbers 23:25 — Compare Translations

5 translations compared side by side

Odia - 1840
"ଅନନ୍ତର ବାଲାକ୍ ବିଲିଯମୁ କହିଲେ, ତୁମ୍ଭେ ସମାନଙ୍କେୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଲାକବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”