Numbers 23:27 — Compare Translations
5 translations compared side by side
Odia - 1840
"ତା'ପରେ ବାଲାକ୍ ବିଲିଯମକୁ କହିଲେ, ମୁଁ ବିନଯ କରୁଅଛି, ଦୟାକରି ଆସ, ମୁଁ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନଇେ ୟିବି। ଏହା ଏପରି ହାଇପୋ ରେ, ପରମେଶ୍ବର ଦୟାପୂର୍ବକ ହାଇେ ସେ ସ୍ଥାନ ରେ ତୁମ୍ଭକୁ ଶାପ ଦବୋକୁ ଅନୁମତି ଦଇେ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଲାକ ବିଲୀୟମକୁ କହିଲେ, ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦେବାର ପରମେଶ୍ଵରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାଲାକ୍ ବିଲିୟମକୁ କହିଲେ, “ମୁଁ ବିନୟ କରୁଅଛି, ଦୟାକରି ଆସ, ମୁଁ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବି। ଏହା ଏପରି ହୋଇପାରେ, ପରମେଶ୍ୱର ଦୟାପୂର୍ବକ ହୋଇ ସେ ସ୍ଥାନରେ ତୁମ୍ଭକୁ ଶାପ ଦେବାକୁ ଅନୁମତି ଦେଇ ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”