Numbers 23:29 — Compare Translations

5 translations compared side by side

Odia - 1840
"ତହୁଁ ବିଲିଯମ ବାଲାକ୍ କୁ କହିଲେ, ଏହି ସ୍ଥାନ ରେ ମାେ ପାଇଁ ସାତ ଗୋଟି ୟଜ୍ଞବଦେୀ ନିର୍ମାଣ କର ଓ ଏହି ସ୍ଥାନ ରେ ମାେ ପାଇଁ ସାତଟି ଷଣ୍ତ ଓ ସାତଟି ଅଣ୍ତିରା ମଷେ ଆଯୋଜନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ବାଲା‌କ୍‌‌କୁ କହିଲେ, “ଏହି ସ୍ଥାନରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ଅଣ୍ତିରା ମେଷ ଆୟୋଜନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”