Numbers 23:3 — Compare Translations
5 translations compared side by side
Odia - 1840
"ତହୁଁ ବିଲିଯମ ବାଲାକକୁ କହିଲେ, ତୁମ୍ଭେ ଆପଣା ହୋମବଳୀ ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ୟିବି। ପ୍ରାଯ ସଦାପ୍ରଭୁ ମାେତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦବେେ, ତାହା ହିଁ ତୁମ୍ଭକୁ କହିବି। ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ଯିବି। କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦେବେ, ତାହା ହିଁ ତୁମ୍ଭକୁ କହିବି।” ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।