Numbers 23:30 — Compare Translations

5 translations compared side by side

Odia - 1840
"ତେଣୁ ବାଲାକ୍ ସହେି ଅନୁସାରେ କଲେ ଓ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଲାକ ବିଲୀୟମର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବାଲାକ୍ ସେହି ଅନୁସାରେ କଲେ ଓ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।