Numbers 23:4 — Compare Translations
5 translations compared side by side
Odia - 1840
"ପରମେଶ୍ବର ବିଲିଯମକୁ ସାକ୍ଷାତ କଲେ। ତହିଁରେ ବିଲିଯମ ସଦାପ୍ରଭୁଙ୍କୁ କହିଲେ, ମୁଁ ସାତଟି ୟଜ୍ଞବଦେୀ ନିର୍ମାଣ କରିଅଛି ଓ ପ୍ରେତ୍ୟକକ ୟଜ୍ଞବଦେୀ ରେ ଏକ ଷଣ୍ତ ଓ ଏକ ଅଣ୍ତିରା ମଷେ ବଳିଦାନ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପରମେଶ୍ଵର ବିଲିୟମକୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିଲିୟମକୁ ସାକ୍ଷାତ କଲେ। ତହିଁରେ ବିଲିୟମ ସଦାପ୍ରଭୁଙ୍କୁ କହିଲେ, “ମୁଁ ସାତୋଟି ଯଜ୍ଞବେଦି ନିର୍ମାଣ କରିଅଛି ଓ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଷଣ୍ଢ ଓ ଏକ ଅଣ୍ତିରା ମେଷ ବଳିଦାନ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”