Numbers 23:6 — Compare Translations

5 translations compared side by side

Odia - 1840
"ତେଣୁ ବିଲିଯମ ବାଲାକ୍ ନିକଟକୁ ଫରେି ୟାଇ ଦେଖିଲେ, ବାଲାକ୍ ତଥାପି ୟଜ୍ଞବଦେୀ ନିକଟରେ ଛିଡା ହାଇେଛନ୍ତି ଓ ମାଯାେବର ଅଧିପତିଗଣ ତାଙ୍କ ସହିତ ଛିଡା ହାଇେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେ ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ) ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବିଲିୟମ ବାଲାକ୍ ନିକଟକୁ ଫେରି ଯାଇ ଦେଖିଲେ, ବାଲାକ୍ ତଥାପି ଯଜ୍ଞବେଦି ନିକଟରେ ଛିଡ଼ା ହୋଇଛନ୍ତି ଓ ମୋୟାବର ଅଧିପତିଗଣ ତାଙ୍କ ସହିତ ଛିଡ଼ା ହୋଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।