Numbers 23:7 — Compare Translations
5 translations compared side by side
Odia - 1840
"ତହୁଁ ବିଲିଯମ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଶାପ ଦିଅ; ପୁଣି ଆସ, ଇସ୍ରାଏଲକୁ ଅଭିଶପ୍ତ କରସ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”