Numbers 23:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ଯାହାକୁ ଶାପ ଦଇନୋହାନ୍ତି ମୁଁ କିପରି ତାକୁ ଶାପ ଦବେି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରିନାହାଁନ୍ତି, ମୁଁ କି ରୂପେ ତାହାକୁ ଅଭିଶପ୍ତ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଯାହାକୁ ଶାପ ଦେଇ ନାହାନ୍ତି, ମୁଁ କିରୂପେ ତାହାକୁ ଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିରୂପେ ତାହାକୁ ଅଭିଶପ୍ତ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାହାକୁ ଶାପ ଦେଇନାହାନ୍ତି ମୁଁ କିପରି ତାକୁ ଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କି ରୂପେ ତାହାକୁ ଅଭିଶପ୍ତ କରିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?