Numbers 23:9 — Compare Translations
5 translations compared side by side
Odia - 1840
"ମୁଁ ସମାନଙ୍କେୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସମାନଙ୍କେୁ ଗରି ଶ୍ ରଣେିରୁ ଦେଖୁଅଛି। ସମାନେେ ନିଜ ପାଇଁ ବଞ୍ଚନ୍ତି। ସମାନେେ ନିଜକୁ ଦେଶର ଏକ ଅଂଶ ବୋଲି ବିବଚେନା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି । ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସେମାନଙ୍କୁ ଗିରି ଶ୍ରେଣିରୁ ଦେଖୁଅଛି। ସେମାନେ ନିଜ ପାଇଁ ବଞ୍ଚନ୍ତି। ସେମାନେ ନିଜକୁ ଦେଶର ଏକ ଅଂଶ ବୋଲି ବିବେଚନା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।