Numbers 24:1 — Compare Translations
5 translations compared side by side
Odia - 1840
"ବିଲିଯମ ହୃଦବୋଧ କଲେ ଯେ, ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବାକୁ ଚାହିଁଲେ। ତେଣୁ ସେ ପୂର୍ବପରି କୌଣସି ନବୈେଦ୍ଯ ପ୍ରଯୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁ୍ଚ୍ଛାଟା ରେ ମରୁଭୂମି ଆଡେ ନିଜ ମୁଖ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମଙ୍କ ତୃତୀୟ ବାର୍ତ୍ତା ବିଲିୟମ ହୃଦ୍ବୋଧ କଲେ ଯେ, ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବାକୁ ଗ୍ଭହିଁଲେ। ତେଣୁ ସେ ପୂର୍ବପରି କୌଣସି ନୈବେଦ୍ୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁଚ୍ଛାଟାରେ ମରୁଭୂମି ଆଡ଼େ ନିଜ ମୁଖ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।