Numbers 24:10 — Compare Translations
5 translations compared side by side
Odia - 1840
"ବାଲାକ୍ ବିଲିଯମକୁ ରାଗିଗଲା। ବାଲାକ୍ ବିଲିଯମକୁ କହିଲା, ମୁଁ ମାରେଶତୃମାନଙ୍କୁ ଶାପ ଦବୋପାଇଁ ତୁମ୍ଭକୁ ନିଯନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସମାନଙ୍କେୁ ତିନିଥର ଆଶୀର୍ବାଦ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲାକ୍ ବିଲିୟମକୁ ରାଗିଗଲା। ବାଲାକ୍ ବିଲିୟମକୁ କହିଲା, “ମୁଁ ମୋର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ନିମନ୍ତ୍ରଣ କଲି କିନ୍ତୁ ତୁମ୍ଭେ ସେମାନଙ୍କୁ ତିନିଥର ଆଶୀର୍ବାଦ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”