Numbers 24:12 — Compare Translations

5 translations compared side by side

Odia - 1840
"ତହୁଁ ବିଲିଯମ ବାଲାକ୍କୁ କହିଲା, ତୁମ୍ଭେ ମାେ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସମାନଙ୍କେୁ ଏହା କହିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ବାଲା‌କ୍‌କୁ କହିଲା, “ତୁମ୍ଭେ ମୋ’ ନିକଟକୁ ଯେଉଁ ଦୂତମାନଙ୍କୁ ପଠାଇଥିଲ, ମୁଁ ସେମାନଙ୍କୁ ଏହା କହିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ?”