Numbers 24:13 — Compare Translations
5 translations compared side by side
Odia - 1840
"'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
‘ଯଦି ବାଲାକ୍ ମୋତେ ସୁନା, ରୂପା ପୂର୍ଣ୍ଣ ଆପଣା ଗୃହ ଦେବେ, ତେବେ ମୁଁ ନିଜ ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରକୁ ଯାଇ ପାରିବି ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
Odia IRV 2017 (ଓଡିଆ ବାଇବେଲ)
ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।