Numbers 24:14 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛ। ଦୟାକରି ଆସ, ଏହି ଲୋକମାନେ ତୁମ୍ଭ ଲୋକମାନଙ୍କୁ କ'ଣ କହିବେ, ତାହା ମୁଁ ତୁମ୍ଭକୁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି। ଦୟାକରି ଆସ, ଏହି ଲୋକମାନେ ତୁମ୍ଭ ଲୋକମାନଙ୍କୁ କ’ଣ କହିବେ, ତାହା ମୁଁ ତୁମ୍ଭକୁ କହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।