Numbers 24:15 — Compare Translations

5 translations compared side by side

Odia - 1840
"ଏଥି ରେ ବିଲିଯମ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମଙ୍କ ଶେଷବାର୍ତ୍ତା ଏଥିରେ ବିଲିୟମ କହିଲେ, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା। ଏହା ସେହି ମନୁଷ୍ୟର ବାର୍ତ୍ତା ଯିଏ ସ୍ପଷ୍ଟ ଭାବରେ ଦେଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;