Numbers 24:16 — Compare Translations
5 translations compared side by side
Odia - 1840
"ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ୟିଏ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ବୁଝେ। ସହେି ଜଣେ ୟିଏ ସର୍ବୋଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା'ର ଆଖିଗୁଡିକ ଖାଲିେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ଵ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ। ସେ ଯିଏ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ବୁଝେ। ସେହି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା’ର ଆଖିଗୁଡ଼ିକ ଖୋଲିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
Odia IRV 2017 (ଓଡିଆ ବାଇବେଲ)
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;