Numbers 24:17 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କୁନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହବେ ଓ ଇଶ୍ରାୟେଲଠାରୁ ଏକ ରାଜଦଣ୍ତ ଉଥିତ ହବେ। ମାେଯବରେ ପାର୍ଶଭଦେ କରିବ ଓ କଲହର ସମସ୍ତ ପରିବାରବର୍ଗକୁ ଚୁର୍ଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ଵ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କିନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ। ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ପରିବାରବର୍ଗକୁ ଚୂର୍ଣ୍ଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Odia IRV 2017 (ଓଡିଆ ବାଇବେଲ)