Numbers 24:19 — Compare Translations

5 translations compared side by side

Odia - 1840
"ୟାବୁକ ପରିବାରବର୍ଗରୁ ଏକ ନୂତନ ରାଜା ଆସିବେ। ସେ ସହେି ଲୋକମାନଙ୍କୁ ବିନଷ୍ଟ କରିବେ, ଯେଉଁମାନେ ଏପର୍ୟ୍ଯନ୍ତ ଜୀବିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ଵ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାବୁକ ପରିବାରବର୍ଗରୁ ଏକ ନୂତନ ରାଜା ଆସିବେ। ସେ ସେହି ଲୋକମାନଙ୍କୁ ବିନଷ୍ଟ କରିବେ, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”