Numbers 24:2 — Compare Translations
5 translations compared side by side
Odia - 1840
"ବିଲିଯମ ଦେଖିଲା ଯେ, ଇଶ୍ରାୟେଲର ଲୋକମାନେ ସମାନଙ୍କେର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ବର ଆତ୍ମା ବାଲାଯମ ଉପରକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଲୀୟମ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା’ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।