Numbers 24:20 — Compare Translations

5 translations compared side by side

Odia - 1840
"ଏହାପରେ ସେ ଅମାଲକେ ପ୍ରତି ଦୃଷ୍ଟିକରି ଗୀତ ରେ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଅମାଲେକ ପ୍ରତି ଦୃଷ୍ଟିକରି ଗୀତରେ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା। ମାତ୍ର ତାହା ମଧ୍ୟ ବିନଷ୍ଟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”