Numbers 24:21 — Compare Translations
5 translations compared side by side
Odia - 1840
"ତହୁଁ ସେ କନେୀଯମାନଙ୍କ ଆଡକୁ ମୁହଁ କରି କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ କେନୀୟମାନଙ୍କ ଆଡ଼କୁ ମୁହଁ କରି କହିଲା, “ତୁମ୍ଭେ ଭାବୁଛ, ତୁମ୍ଭର ଦେଶ ଅତି ଦୃଢ଼ ଓ ତୁମ୍ଭର ଗୃହଗୁଡ଼ିକ ପଥୁରିଆ ଜାଗାର ଶୀର୍ଷରେ ଥିବା ପକ୍ଷୀବସା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”