Numbers 24:22 — Compare Translations
5 translations compared side by side
Odia - 1840
"କିନ୍ତୁ କନେୀଯମାନେ କ୍ଷଯପ୍ରାପ୍ତ ହବେ। ଅଶୂର ତୁମ୍ଭକୁ ବନ୍ଦି କରି ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କେନୀୟମାନେ କ୍ଷୟପ୍ରାପ୍ତ ହେବେ। ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
Odia IRV 2017 (ଓଡିଆ ବାଇବେଲ)
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।