Numbers 24:23 — Compare Translations
5 translations compared side by side
Odia - 1840
"ତା'ପରେ ବିଲିଯମ କହିଲା, ଯେତବେେଳେ ପରମେଶ୍ବର ଏହା କରନ୍ତି, ସେତବେେଳେ କିଏ ବଞ୍ଚିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହାୟ ହାୟ, ଯେତେବେଳେ ପରମେଶ୍ଵର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବିଲିୟମ କହିଲା, “ଯେତେବେଳେ ପରମେଶ୍ୱର ଏହା କରନ୍ତି, ସେତେବେଳେ କିଏ ବଞ୍ଚିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?”