Numbers 24:25 — Compare Translations
5 translations compared side by side
Odia - 1840
"ତା'ପରେ ବିଲିଯମ ଉଠିଲା ଏବଂ ଗୃହକୁ ଫରେିଗଲା ଓ ବାଲାକ୍ ମଧ୍ଯ ନିଜ ବାଟରେ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବିଲୀୟମ ଉଠି ସ୍ଵସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବିଲିୟମ ଉଠିଲା ଏବଂ ଗୃହକୁ ଫେରିଗଲା ଓ ବାଲାକ୍ ମଧ୍ୟ ନିଜ ବାଟରେ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବିଲୀୟମ୍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ବିଲୀୟମ୍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।