Numbers 24:3 — Compare Translations
5 translations compared side by side
Odia - 1840
"ଆଉ ବିଲିଯମ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବିଲିୟମ କହିଲା, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା ଅଟେ। ଏହା ଜଣେ ମନୁଷ୍ୟର ବାର୍ତ୍ତା ଅଟେ, ଯିଏ ସ୍ପଷ୍ଟ ଭାବରେ ଦେଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,