Numbers 24:4 — Compare Translations

5 translations compared side by side

Odia - 1840
"ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କ ଆଗ ରେ ଭୂମିଷ୍ଠ ପ୍ରମାଣ କଲା, କିନ୍ତୁ ତା'ର ଚକ୍ଷୁଗୁଡିକ ଖାେଲା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଆଗରେ ଭୂମିଷ୍ଠ ପ୍ରଣାମ କଲା, କିନ୍ତୁ ତା’ର ଚକ୍ଷୁଗୁଡ଼ିକ ଖୋଲା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।