Numbers 24:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଉପତ୍ୟକା ତୁଲ୍ଯ ବିସ୍ତାରିତ ଓ ନଦୀତୀରସ୍ଥ ଉଦ୍ୟାନ ତୁଲ୍ଯ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ ଓ ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଉପତ୍ୟକା ତୁଲ୍ୟ ବିସ୍ତାରିତ ଓ ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ ଓ ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।