Numbers 24:7 — Compare Translations

5 translations compared side by side

Odia - 1840
"ସମାନଙ୍କେ କଳସରୁ ଜଳ ଉଚ୍ଛୁଳିବ, ସମାନଙ୍କେର ବୀଜ ଅନକେ ଜଳ ରେ ପଡିବ, ପୁଣି ସମାନଙ୍କେର ରାଜା ଆଗାଗଠାରୁ ଉଚ୍ଚୀକୃତ ହବେ, ସମାନଙ୍କେର ରାଜ୍ଯ ଉନ୍ନତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ କଳସରୁ ଜଳ ଉଚ୍ଛୁଳିବ, ସେମାନଙ୍କର ବୀଜ ଅନେକ ଜଳରେ ପଡ଼ିବ, ପୁଣି ସେମାନଙ୍କର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବ, ସେମାନଙ୍କର ରାଜ୍ୟ ଉନ୍ନତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।