Numbers 24:8 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣିଛନ୍ତି। ସମାନଙ୍କେର, ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳି। ସମାନେେ ସମାନଙ୍କେର ବିରୋଧିମାନଙ୍କୁ ପରାସ୍ତ କରିବେ ଓ ସମାନଙ୍କେର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ବାରା ସମାନଙ୍କେୁ ଭଦେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ଵାରା ସେମାନଙ୍କୁ ଭେଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣିଛନ୍ତି। ସେମାନେ, ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ। ସେମାନେ ସେମାନଙ୍କର ବିରୋଧୀମାନଙ୍କୁ ପରାସ୍ତ କରିବେ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ୱାରା ସେମାନଙ୍କୁ ଭେଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।