Numbers 24:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ବସିପଡୁଛି ଓ ସିଂହତୁଲ୍ଯ ଶଯନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକହେି ବ୍ଯକ୍ତି ୟିଏ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହବେ। ଯେକହେି ବ୍ଯକ୍ତି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଶାପଗ୍ରସ୍ତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ବସିପଡ଼ୁଛି ଓ ସିଂହତୁଲ୍ୟ ଶୟନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକେହି ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହେବ। ଯେକେହି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”