Numbers 25:1 — Compare Translations
5 translations compared side by side
Odia - 1840
"ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପିୟୋରରେ ଇସ୍ରାଏଲ ଅନନ୍ତର ଇସ୍ରାଏଲର ଲୋକମାନେ ଶିଟୀମରେ ବାସ କଲେ। ସେତେବେଳେ ସେମାନେ ମୋୟାବର କନ୍ୟାମାନଙ୍କ ପ୍ରତି ବ୍ୟଭିଗ୍ଭର ପାପରେ ମାତି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।