Numbers 25:11 — Compare Translations

5 translations compared side by side

Odia - 1840
"ପୀନହସ ଯାଜକ ହାରୋଣର ନାତି ଏବଂ ଇଲିଯାସରର ପୁତ୍ର ଇଶ୍ରାୟେଲର ଲୋକମାନଙ୍କ ଉପରେ କୋର୍ଧ ଦଖାଇବୋ ପାଇଁ ମାେତେ ଅଟକାଇଲେ। ମାେତେ କୋରଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ ସେଥି ରେ ବ୍ଯତିବ୍ଯସ୍ତ ହାଇଗେଲେ। ତେଣୁ ମୁଁ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ହତ୍ଯା କଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ଵାଳାରେ ଅନ୍ତର୍ଜ୍ଵାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଇସ୍ରାଏଲ-ସନ୍ତାନଗଣକୁ ନିଃଶେଷ ରୂପେ ସଂହାର କଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୀନହସ୍ ଯାଜକ ହାରୋଣର ନାତି ଏବଂ ଇଲିୟାସରର ପୁତ୍ର ଇସ୍ରାଏଲର ଲୋକମାନଙ୍କ ଉପରେ କ୍ରୋଧ ଦେଖାଇବା ପାଇଁ ମୋତେ ଅଟକାଇଲେ। ମୋତେ କ୍ରୋଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ୍ ସେଥିରେ ବ୍ୟତିବ୍ୟସ୍ତ ହୋଇଗଲେ। ତେଣୁ ମୁଁ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ହତ୍ୟା କଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”