Numbers 25:12 — Compare Translations

5 translations compared side by side

Odia - 1840
"ପୀନହସଙ୍କୁ କୁହ ଯେ, ମୁଁ ତାଙ୍କ ନିକଟରେ ବିଶଷେ ପ୍ରତିଜ୍ଞା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
Odia Bible ERV 2004 (ପବିତ୍ର ବାଇବଲ)
ପୀନହ‌ସଙ୍କୁ କୁହ ଯେ, ମୁଁ ତାଙ୍କ ନିକଟରେ ବିଶେଷ ପ୍ରତିଜ୍ଞା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;