Numbers 25:13 — Compare Translations
5 translations compared side by side
Odia - 1840
"ତହୁଁ ତାପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ବର ନିଯମ ରହିବ। କାରଣ ସେ ଆପଣା ପରମେଶ୍ବରଙ୍କ ପକ୍ଷ ରେ କୋର୍ଧଭାବ ପ୍ରକାଶ କଲା ଓ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପ୍ରାଯଶ୍ଚିତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ତା’ ପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ରହିବ। କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ କ୍ରୋଧଭାବ ପ୍ରକାଶ କଲା ଓ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ କଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।