Numbers 25:14 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଯେଉଁ ପୁରୁଷ ମିଦିଯନୀଯ ସ୍ତ୍ରୀ ସହିତ ନିହିତ ହାଇେଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂଶିମିଯୋନ ପରିବାରବର୍ଗର ନତେୃବର୍ଗ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଯେଉଁ ପୁରୁଷ ମିଦିୟନୀୟ ସ୍ତ୍ରୀ ସହିତ ନିହତ ହୋଇଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂ ଶିମିୟୋନ ପରିବାରବର୍ଗର ନେତୃବର୍ଗ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।