Numbers 25:15 — Compare Translations
5 translations compared side by side
Odia - 1840
"ପୁଣି ସହେି ମିଦିଯନୀଯା ସ୍ତ୍ରୀଲୋକ ୟିଏ ଇଶ୍ରାୟେଲ ପୁତ୍ର କସବୀ ସହିତ ହତ ହାଇେଥିଲା। ସେ ସୂରର କନ୍ଯା ଥିଲା। ସୂର ମିଦିଯନୀଯ ପରିବାରବର୍ଗର ଏକ ମୁଖ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ମିଦିୟନୀୟା ସ୍ତ୍ରୀଲୋକ ଯିଏ ଇସ୍ରାଏଲର ପୁତ୍ର କସବୀ ସହିତ ହତ ହୋଇଥିଲା, ସେ ସୂରର କନ୍ୟା ଥିଲା। ସୂର ମିଦିୟନୀୟ ପରିବାରବର୍ଗର ଏକ ମୁଖ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।