Numbers 25:17 — Compare Translations

5 translations compared side by side

Odia - 1840
"ମିଦିଯନୀଯ ଲୋକମାନେ ତୁମ୍ଭର ଶତୃ ତୁମ୍ଭେ ସମାନଙ୍କେୁ ବଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
Odia Bible ERV 2004 (ପବିତ୍ର ବାଇବଲ)
“ମିଦିୟନୀୟ ଲୋକମାନେ ତୁମ୍ଭର ଶତ୍ରୁ ତୁମ୍ଭେ ସେମାନଙ୍କୁ ବଧ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
Odia IRV 2017 (ଓଡିଆ ବାଇବେଲ)
“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;