Numbers 25:18 — Compare Translations
5 translations compared side by side
Odia - 1840
"ସମାନେେ ପିୟୋର ରେ ତୁମ୍ଭକୁ ଠକି ଦେଲେ। ସମାନେେ ମିଦିଯନୀଯ ନେତାର କନ୍ଯା କସବୀ ସହିତ ତୁମ୍ଭକୁ ଠକି ଦଇେଛନ୍ତି। ସହେି ସ୍ତ୍ରୀ ଲୋକଟି ମହାମାରୀ ରେ ନହିତ ହେଲା। ଯାହା ଶିଯୋର ରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ଵୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପିୟୋରରେ ତୁମ୍ଭକୁ ଠକି ଦେଲେ। ସେମାନେ ମିଦିୟନୀୟ ନେତାର କନ୍ୟା କସବୀ ସହିତ ତୁମ୍ଭକୁ ଠକି ଦେଇଛନ୍ତି। ସେହି ସ୍ତ୍ରୀ ଲୋକଟି ମହାମାରୀରେ ନିହତ ହେଲା। ଯାହା ପିୟୋରରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”