Numbers 25:2 — Compare Translations
5 translations compared side by side
Odia - 1840
"ସମାନଙ୍କେର ଭଣ୍ତ ଦବେତାଙ୍କୁ ବଳିଦବୋ ନିମନ୍ତେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସମାନେେ ବଳିଦାନ ଭୋଜନ କଲେ ଓ ସମାନଙ୍କେ ଭଣ୍ତ ଦବେତାଗଣଙ୍କୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।