Numbers 25:3 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ନିଜକୁ ବାଲପଯୋରଙ୍କ ସହିତ ଯୋଗ ଦଇେଥିଲେ। ଏଣୁ ସଦାପ୍ରଭୁ ଇଶ୍ରାୟେଲ ସହିତ ବହୁତ କୋରଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ନିଜକୁ ବାଲପୟୋରଙ୍କ ସହିତ ଯୋଗ ଦେଇଥିଲେ। ଏଣୁ ସଦାପ୍ରଭୁ ଇସ୍ରାଏଲ ସହିତ ବହୁତ କ୍ରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।