Numbers 25:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ନେତୃବର୍ଗଙ୍କୁ ହତ୍ୟା କର ଏବଂ ସର୍ବସାଧାରଣ ସମ୍ମୁଖରେ ସେମାନଙ୍କୁ ଖରାରେ ଟାଙ୍ଗି ଦିଅ। ତେବେ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲମାନଙ୍କଠାରୁ ଦୂରେଇ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”